August 22, 2026
Home » epa news » Page 322

epa news

ଓଡ଼ିଶା ଉର୍ଦ୍ଦୁ ଏକାଡେମୀର ୪୦ତମ ପ୍ରତିଷ୍ଠା ଦିବସ

ଓଡ଼ିଶା ଉର୍ଦ୍ଦୁ ଏକାଡେମୀର ୪୦ତମ ପ୍ରତିଷ୍ଠା ଦିବସ ଆଜି ସଂସ୍କୃତି ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି...

ସିଏମ୍ ଟ୍ରଫି-୨୦୨୫ରେ ଚୟନ ହୋଇଥିବା ଫୁଟବଲ ପ୍ରତିଭାଙ୍କ ପ୍ରବେଶ ସମାରୋହ

ଭୁବନେଶ୍ବର : କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସିଏମ୍ ଟ୍ରଫି-୨୦୨୫ରେ ଚୟନ ହୋଇଥିବା ଫୁଟବଲ ପ୍ରତିଭାଙ୍କ ପ୍ରବେଶ ସମାରୋହ କଳିଙ୍ଗ ଷ୍ଟାଡ଼ିୟମଠାରେ ଅନୁଷ୍ଠିତ ହୋଇଯାଇଛି। ଏହି...

SGFI ତୀରନ୍ଦାଜ ପ୍ରତିଯୋଗିତାରେ ଓଡ଼ିଶା ଛାତ୍ରଛାତ୍ରୀଙ୍କ ଐତିହାସିକ ସଫଳତା

ଭୁବନେଶ୍ବର, :ଝାଡ଼ଖଣ୍ଡର ରାଞ୍ଚି ଠାରେ ଆୟୋଜିତ ୬୯ତମ ଜାତୀୟ ବିଦ୍ୟାଳୟ ସମୂହ (SGFI) ୧୭ ବର୍ଷ ରୁ କମ୍ ବୟସର ବାଳକ ଓ ବାଳିକା ତୀରନ୍ଦାଜ ପ୍ରତିଯୋଗିତାରେ...

ଏମ୍ସ ରାସ୍ତାରୁ ହଟିଲା ଜବର ଦଖଲ, ଲୋକେ ଆଶ୍ୱସ୍ତ

ଭୁବନେଶ୍ୱର;: ଭୁବନେଶ୍ୱର ମହାନଗର ନିଗମ (ବିଏମ୍ ସି) ପକ୍ଷରୁ ଆଜି ଏମ୍ସ ଅଂଚଳରୁ ଜବରଦଖଲକାରୀଙ୍କୁ ଉଚ୍ଛେଦ କରାଯାଇଛି । ଜାତୀୟ ରାଜପଥରୁ ଏମ୍ସ ପର୍ଯ୍ୟନ୍ତ ରାସ୍ତା ଉଭୟ...

ସାମାଜିକ ସଂଗଠନ ଅଭିନବ ଭାରତ ପକ୍ଷରୁ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ନେଇ ବନ୍ଧୁମିଳନ

ଆଠଗଡ: ସାମାଜିକ ସଂଗଠନ ଅଭିନବ ଭାରତ ପକ୍ଷରୁ ଆଠଗଡ ଅଞ୍ଚଳ ର ଗଣମାଧ୍ୟମ ପ୍ରତିନିଧି ମାନକୁ ନେଇ ନବ ବର୍ଷ ଉପଲକ୍ଷେ ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ମଙ୍ଗଳବାର...

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର ଜିଲ୍ଲାର ୧୦ଟି ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କେନ୍ଦୁଝର,ତା୭/୧- ୨୦୩୬ ସୁଦ୍ଧା ଓଡିଶା ହେବ ସମୃଦ୍ଧ ଓଡିଶା ଏବଂ ଏହି ପରିକଳ୍ପନାରେ ଶୁଭାରମ୍ଭ ହୋଇଥିବା ଗୋଦାବରୀଶ ମିଶ୍ର...

ବୌଦ୍ଧ ପଞ୍ଚାୟତ ମହାବିଦ୍ଯାଳୟର ଜାତୀୟ ସେବା ଯୋଜନାର ଶୀତକାଳୀନ ଶିବିର ଉଦଘାଟିତ

ବୌଦ୍ଧ ପଞ୍ଚାୟତ ମହାବିଦ୍ଯାଳୟର ଜାତୀୟ ସେବା ଯୋଜନାର ସାତ ଦିବସୀୟ ଶୀତକାଳୀନ ସ୍ବତନ୍ତ୍ର ଶିବିର ତା ୦୬.୦୧.୨୦୨୬ରୁ ତା ୦୧୩.୦୧.୨୦୨୬ରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁଥିବା କାର୍ଯ୍ୟକ୍ରମ ବର୍ତ୍ତମାନ...

ଜିଲ୍ଳା ଚାଇଲ୍ଡ ହେଲ୍ପ ଲାଇନ, ଶ୍ରମ କାର୍ଯ୍ୟାଳୟ ଏବଂ ତରଭା ପୋଲିସ ଦ୍ଵାରା ତିନି ଶିଶୁ ଶ୍ରମିକ ଉଦ୍ଧାର

ସୁବର୍ଣ୍ଣପୁର ଜିଲ୍ଳା ଚାଇଲ୍ଡ ହେଲ୍ପ ଲାଇନ, ଶ୍ରମ କାର୍ଯ୍ୟାଳୟ ଏବଂ ତରଭା ପୋଲିସ ଦ୍ଵାରା ତିନି ଶିଶୁ ଶ୍ରମିକ ଉଦ୍ଧାର ହୋଇଥିବା ଖବର ମିଳିଛି l ଚାଇଲ୍ଡ...

ଇଂରାଜୀ ନବବର୍ଷର ପ୍ରଥମ ସୋମବାରରେ ଡେଲି ମାର୍କେଟରେ ପ୍ରସାଦ ବଣ୍ଟନ

କେନ୍ଦୁଝର,ତା୬/୧- କେନ୍ଦୁଝର ଦୈନିକ ବଜାରରେ ଥିବା ରାସ ମନ୍ଦିର ସମ୍ମୁଖରେ ହଜାର ହଜାର ଭକ୍ତଙ୍କୁ ପ୍ରସାଦ ବଣ୍ଟନ କରାଯାଇଛି। ବଜାର କମିଟି ସହ ବ୍ୟବସାୟୀ ଭାଇ ମାନେ...

ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳା ୨୦୨୫-୨୬ ଉଦ୍ଘାଟିତ

ଚଳିତ ୨୦୨୫-୨୬ ବର୍ଷ ପାଇଁ ନବରଙ୍ଗପୁର ଜିଲ୍ଲାସ୍ତରୀୟ ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳା ଆଜି ସ୍ଥାନୀୟ ନୂତନ ମଣ୍ଡେଇ ପଡିଆ ନବରଙ୍ଗପୁର ଠାରେ ଉଦଘାଟିତ ହୋଇଅଛି ଏବଂ...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।