August 22, 2026
Home » epa news » Page 332

epa news

ଆଜି ଶୁକ୍ରବାର ମଥୁରା ଭ୍ରମଣ ଦିନ

ଆଜି ଶୁକ୍ରବାର ମଥୁରା ଭ୍ରମଣ ଦିନ, ଆଦି ମାତାମଠ ରୁ ଭଗଵାନ ଶ୍ରୀକୃଷ୍ଣ ଙ୍କ ରଥରେ ଯାତ୍ରା ଆରମ୍ଭ ହୋଇ, ପୂଜା ଅର୍ଚ୍ଚନା ହୋଇ ରଜକ ମାଳି...

ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ଆଲୋଚନା ଚକ୍ର

କଳାହାଣ୍ଡି ଜିଲ୍ଳା ଧର୍ମଗଡ ବ୍ଲକ ଅନ୍ତର୍ଗତ ସନ୍ଦି କୁଲିହାରି ଗ୍ରାମ ଠାରେ ଓଡ଼ିଶା ଅବସର ପ୍ରାପ୍ତ ସରକାରୀ କର୍ମଚାରୀ ସଂଘର ଏକ ଆଲୋଚନା ଚକ୍ର ଓ ବନ୍ଧୁ...

ଧର୍ମଗଡ଼ ପଞ୍ଚାୟତ ମହାବିଦ୍ୟାଳୟ ଠାରେ ନାରୀ ସଚେତନତା କାର୍ଯ୍ୟକ୍ରମ

ଧର୍ମଗଡ ପଞ୍ଚାୟତ ମହାବିଦ୍ୟାଳୟ ଠାରେ ମହିଳାଙ୍କ ସଚେତନତାକୁ ନେଇ ଭାରତୀୟ ଆଦିମ ଜାତି ସେବା ସଙ୍ଘ ଓ ଧର୍ମଗଡ ଶକ୍ତି ସଦନ କାର୍ଯ୍ୟାଳୟ ତରଫରୁ ଏକ ସାଧାରଣ...

ବରିଷ୍ଠ ନାଗରିକ ଙ୍କୁ ପୂଜ୍ୟପୂଜା ଓ ତୀର୍ଥ ଭ୍ରମଣ

ନକରାତ୍ମକ ଚିନ୍ତାଧାରା ବାର୍ଦ୍ଧକ୍ୟତାକୁ ନିମନ୍ତ୍ରଣ କରେ। ତେଣୁ ସକରାତ୍ମକ ଚିନ୍ତାଧାରା ସହ ସମାଜର ଉନ୍ନତିରେ ନିଜକୁ ସାମିଲ କଲେ ଯୁବବର୍ଗଙ୍କୁ ତାହା ଅନୁପ୍ରାଣିତ କରେ ବୋଲି ନୂଆବର୍ଷ...

ଭୀମେଶ୍ଵରମନ୍ଦିର ପାର୍କରେ ନୂତନ ବର୍ଷ ୨୦୨୬ ବଂଧୁମିଳନ ଉତ୍ସଵ

ଆଜି ତା୦୧/୦୧/୨୦୨୬ରିଖ ଗୁରୁବାର ପୂର୍ବାହ୍ନ ୮ ଘଟିକା ସମୟରେ ନୂତନ ବର୍ଷ ୨୦୨୬ ବନ୍ଧୁ ମିଳନ ଉତ୍ସବ ଭୀମେଶ୍ୱରମନ୍ଦିର ପାର୍କ ଭ୍ରମଣକାରୀ ସଂଘ ତରଫରୁ ପାର୍କ ପରିସର...

ନବବର୍ଷ ଉପଲକ୍ଷେ ଆଧ୍ୟାତ୍ମିକ ଆଲୋଚନା ଚକ୍ର

ଭୁବନେଶ୍ବର :- ଗତାୟୁ ବର୍ଷକୁ ବିଦାୟ ତଥା ନବବର୍ଷକୁ ସ୍ଵାଗତ କରିବା ଅବସରରେ ପୋଖରୀପୁଟ ଅନନ୍ତ ବିହାର ସ୍ଥିତ ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟ ପରିସରରେ ରାଜ...

ଚାଷୀ ଙ୍କ ଧାନ ପଡ଼ି ରହିଛି ମଣ୍ଡିରେ ରେ, ଚିନ୍ତାରେ ଚାଷୀ

ସୁବର୍ଣ୍ଣପୁର-- ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ହିଲୁଙ୍ଗ ସେବା ସମବାୟ ସମିତି ରେ ଚଳିତ ବର୍ଷ ଘୋର ଅବ୍ୟବସ୍ଥା ଦେଖା ଦେଇଥିବାରୁ ଚାଷୀ ଙ୍କ ମଧ୍ୟରେ ଅସନ୍ତୋଷ...

ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର ଜିଲ୍ଲାରେ ଜିଲ୍ଲାପାଳଙ୍କ ଛୋଟ ସମ୍ମିଳନୀ କକ୍ଷରେ ଅପରାହ୍ନ ୫ ଟା ସମୟରେ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ...

ଆଜିଠାରୁ ୨୦୨୬ ରଥଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା

। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରୁ ରଥ ତତ୍ତ୍ବାବଧାରକ ଚିତ୍ତରଞ୍ଜନ ମହାପାତ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ନୟାଗଡର ଦଶପଲ୍ଲା ରେଞ୍ଜର ବଡମୂଳର ବଡରାଉଳ ଠାକୁରାଣୀଙ୍କ ମନ୍ଦିରକୁ ଯାତ୍ରା...

ଆସନ୍ତା ୩୧ ଡିସେମ୍ବର ଓ ନବବର୍ଷ ୨୦୨୬ ପାଇଁ ପୁରୀରେ ରେଳ ଓ ପୁଲିସ୍ ବିଭାଗର ସମନ୍ୱୟ ସଭା

ଆସନ୍ତା ୩୧ ଡିସେମ୍ବର ଓ ନବବର୍ଷ ୨୦୨୬ ଅବସରରେ ପୁରୀ ଜିଲ୍ଲାକୁ ଆସୁଥିବା ଲକ୍ଷାଧିକ ସଂଖ୍ୟକ ଭକ୍ତ ଓ ପର୍ଯ୍ୟଟକଙ୍କ ସୁରକ୍ଷା, ସୁବିଧା ଓ ସୁଚାରୁ ପରିଚାଳନା...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।