August 22, 2026
Home » epa news » Page 333

epa news

ଆଜିଠାରୁ ୨୦୨୬ ରଥଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା

ଆଜିଠାରୁ ୨୦୨୬ ରଥଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରୁ ରଥ ତତ୍ତ୍ବାବଧାରକ ଚିତ୍ତରଞ୍ଜନ ମହାପାତ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ନୟାଗଡର ଦଶପଲ୍ଲା...

ପୁରୀ ପୋଲିସ୍‌ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବ୍ରିଫିଂ କାର୍ଯ୍ୟକ୍ରମ

ଆସନ୍ତା ୩୧ ଡିସେମ୍ବର ଓ ନବବର୍ଷ ୨୦୨୬ ଅବସରରେ ପୁରୀ ସହରକୁ ଆସୁଥିବା ଅଧିକ ସଂଖ୍ୟକ ଭକ୍ତ ଓ ପର୍ଯ୍ୟଟକଙ୍କ ସୁରକ୍ଷା, ସୁସଂଗଠିତ ଭିଡ଼ ପରିଚାଳନା ଏବଂ...

ନବବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ସମ୍ପାଦକ

୨୦୨୬ ନୂଆବର୍ଷ ଅବସରରେ ସମ୍ବାଦ ସରବରାହ ସଂସ୍ଥା ଇପିଏ, ଇପିଏଉଇକ୍ଲି, ଇପିଏ ପୋର୍ଟାଲ ଓ ୱେବ୍‌ର ର ସମ୍ପାଦକ ଶ୍ରୀମତୀ ଅଞ୍ଜଳି ମିଶ୍ର ଆଜି ବହୁ ରାଜନୈତିକ...

ତାଳମେଣ୍ଡା ରେ 2ଅଜଗର ସାପ ଉଦ୍ଦାର

ଭେଡେନ:ଭେଡେନ ବ୍ଳକ ତାଲମେଣ୍ଡା ଗ୍ରାମରେ  ଦୁଇ ଗୋଟି ଅଜଗର ସାପ ଦେଖା ଦେବାରୁ ଗ୍ରାମବାସୀଙ୍କ ମନରେ ଭୟର ବାତାବରଣ ଦେଖାଦେଇଥିଲା! ।  ମହିଳା ମାନେ କ୍ଷେତକୁ ପଲା...

ମେଘା ପାନୀୟ ଜଳ ପ୍ରକଳ୍ପ ନିର୍ମାଣରେ ଅନିୟମିତତା

ଭେଡେନ -/ଭେଡେନ ବ୍ଲକରେ ଲୋକଙ୍କୁ ପିଇବା ପାଇଁ ସ୍ଵଚ୍ଛ ପାଣି ଯୋଗାଇ ଦେବାପାଇଁ ଶହଶହ କୋଟି ଟଙ୍କାରେ ମେଘା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ହୋଇଛି!ହେଲେ ବ୍ୟାପକ...

ସହଁରାଟିକ୍ରାଧାନମଣ୍ଡି ପରିଦର୍ଶନ ପରେ ଗର୍ଜିଲେ ସ୍ନେହାଙ୍ଗିନୀ

ଭେଡେନ :ଭେଡେନ ବ୍ଲକ୍ ର ବିଭିନ୍ନ ମଣ୍ଡିରେ ପଡିରହିଛି ହଜାର ହଜାର କ୍ବିଣ୍ଟାଲ ଧାନ ,ବିଭିନ୍ନ ଆଳ ଦେଖାଇ ମିଲର୍ସ ,ପେକ୍ସକର୍ମଚାରୀ,ଯୋଗାଣ ବିଭାଗ ଧାନ ଉଠାଉ ନାହାଁନ୍ତି...

ଭାରତ ବର୍ଷର ସଶସ୍ତ୍ର ସଂଗ୍ରାମରେ ଶହୀଦ ମାଧୋ ସିଂ ଓ ତାଙ୍କ ପରିବାରର ବଳିଦାନ ଅନସ୍ଵିକାର୍ଯ୍ୟ

ବୀର ଛକରେ ଜିଲ୍ଲା ସ୍ତରୀୟ ବୀରତା ଦିବସ ପାଳିତ । ବରଗଡ : "ଭାରତ ବର୍ଷର ସଶସ୍ତ୍ର ସଂଗ୍ରାମରେ ଶହୀଦ ବୀର ମାଧୋ ସିଂ ଓ ତାଙ୍କ...

ରାଜ୍ୟସ୍ତରୀୟ ବୀରତା ଦିବସ

ଭୁବନେଶ୍ୱର :ବରଗଡ ଜିଲ୍ଲା ଘେଁସଠାରେ ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଅବସରରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ...

ସୋନପୁର ମହାବିଦ୍ୟାଳୟକୁ ସରକାରୀ ମାନ୍ୟତା ପ୍ରଦାନ ଦାବୀରେ ଦସ୍ତଖତ ଅଭିଯାନ

ସୁବର୍ଣ୍ଣପୁର-- ସୋନପୁର ର ସର୍ବ ପୂରାତନ ମହାବିଦ୍ୟାଳୟ ସୋନପୁର କଲେଜକୁ ସରକାରୀ ମାନ୍ୟତା ପ୍ରଦାନ ଦାବୀରେ ଆଜି ସ୍ଥାନୀୟ ବିଜୁ ପଟ୍ଟନାୟକ ଛକ ଠାରେ ଏକ ଦସ୍ତଖତ...

ପଟ୍ଟା ଜମିରେ ଗଞ୍ଜେଇ ଚାଷ ଅଭିଯୋଗ ପାଣିରେ ଗାର, ଅବକାରୀ ଓ ପୋଲିସ ବିଭାଗ ନିରବ , କାର୍ଯ୍ୟାନୁଷ୍ଠାନ କେବେ ??

କନ୍ଧମାଳ ଜିଲ୍ଲା ରେ ଅବକାରୀ ବିଭାଗ, ପୋଲିସ ବିଭାଗ,ରାଜସ୍ବ ବିଭାଗ,ବନ ବିଭାଗ ଙ୍କ ମିଳିତ ସହଯୋଗ ରେ ଜିଲ୍ଲା ର ବିଭିନ୍ନ ଥାନା ଅଞ୍ଚଳ ରେ ବ୍ୟାପକ...

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।