ଜିନ୍ଦଲ ଫାଉଣ୍ଡେସନ ଓ ବିସିକେଆଇସି ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ – ବଡ଼ବିଲରେ ପ୍ରତିଷ୍ଠା ହେବ ଏଲଇଡି ବଲ୍ବ ପ୍ରସ୍ତୁତି ୟୁନିଟ
ଯୋଡ଼ା - ମହିଳା ସଶକ୍ତିକରଣ ଓ ସେମାନଙ୍କ ନିରନ୍ତର ବିକାଶ ପାଇଁ ଏକ ଉଲ୍ଲେଖନୀୟ ପଦକ୍ଷେପ ନେଇଛି ଜିନ୍ଦଲ ଷ୍ଟିଲ ଏଣ୍ଡ ପାଓ୍ୱାର(ଜେଏସପି)ର ସାମାଜିକ ସଂସ୍ଥା ଜିନ୍ଦଲ...
