ପ୍ରଚଳିତ ଗ୍ରୀଷ୍ମ ପ୍ରବାହ ସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ଜନ ଅଭିଯୋଗ ବିଭାଗ ପକ୍ଷରୁ ମିଳିତ ଜନ ଅଭିଯୋଗ ଶୁଣାଣି ସକାଶେ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ନିୟମାବଳୀ ଜାରିପତ୍ର
ପ୍ରଚଳିତ ଗ୍ରୀଷ୍ମ ପ୍ରବାହ ସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ସ୍ତରର ଅଧିକାରୀଙ୍କ ଉପସ୍ଥିତିରେ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କ ଦ୍ଵାରା ଜନ ଅଭିଯୋଗର ମିଳିତ ଶୁଣାଣି...