December 25, 2025
Home » ଅନୁଷ୍ଠିତ କ୍ୟାବିନେଟ୍ ବୈଠକ ସମ୍ପର୍କିତ ପ୍ରେସ ବିବୃତ୍ତି

ଅନୁଷ୍ଠିତ କ୍ୟାବିନେଟ୍ ବୈଠକ ସମ୍ପର୍କିତ ପ୍ରେସ ବିବୃତ୍ତି

0
WhatsApp Image 2025-12-24 at 11.18.02 PM

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ୩୩ ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା l ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ ।କ୍ୟାବିନେଟ ବୈଠକରେ ବିଭିନ୍ନ ବିଭାଗର ମୋଟ ୭ ଟି ବିଭାଗର ୧୦ ଟି ପ୍ରସ୍ତାବ ଆଗତ ସହିତ ସମସ୍ତ ପ୍ରସ୍ତାବ ଅନୁମୋଦନ ଲାଭ କରିଥିଲା l ତନ୍ମଧ୍ୟରେ ଗୋଟିଏ ଗୋଟିଏ ପ୍ରସ୍ତାବ ସପ୍ତଦଶ ବିଧାନ ସଭାର ୫ ମ ଅଧିବେଶନର ସତ୍ରା ବସାନ ( Session Prorogation ) ସମ୍ପର୍କିତ ଥିଲା l

Leave a Reply

Your email address will not be published. Required fields are marked *