November 28, 2025
Home » ଉତ୍କଳ ସାମ୍ବାଦିକ ସଂଘର ନୂତନ କର୍ମକର୍ତ୍ତା ଘୋଷିତ

ଉତ୍କଳ ସାମ୍ବାଦିକ ସଂଘର ନୂତନ କର୍ମକର୍ତ୍ତା ଘୋଷିତ

0
WhatsApp Image 2025-02-01 at 3.46.14 PM

ଉତ୍କଳ ସାମ୍ବାଦିକ ସଂଘର ନୂତନ କର୍ମକର୍ତ୍ତା ଚୟନ ପ୍ରକ୍ରିୟା ଶେଷ ହୋଇଛି। ନୂତନ ଚୟନ ପ୍ରକ୍ରିୟା ମାଧ୍ୟମରେ ଉତ୍କଳ ସାମ୍ବାଦିକ ସଂଘର ଜିଲ୍ଲା ସଭାପତି ଭାବେ – ଅଶୋକ କୁମାର ମିଶ୍ର, ଜିଲ୍ଲା ସମ୍ପାଦକ ଭାବେ ବି ଶ୍ରୀନିବାସ ପାତ୍ର, ଜିଲ୍ଲା କର୍ଯ୍ୟକାରୀ ସଭାପତି ଭାବେ ନିରଞ୍ଜନ ମଲ୍ଲ, ଜିଲ୍ଲା ଉପସଭାପତି ଭାବେ ପ୍ରଶାନ୍ତ କୁମାର ସାହୁ, କୋଷାଧ୍ୟକ୍ଷ ଭାବେ ହୃଷୀକେଶ ସେଠୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ଶିବଦତ୍ତ ସାହୁ ଓ ନୃଷିଂହ ଚରଣ ମହାନ୍ତିଙ୍କୁ ସର୍ବସମ୍ମତି କ୍ରମେ ଚୟନ କରାଯାଇଛି । ଏହି ଅବସରରେ ଜିଲ୍ଲାର ପ୍ରତ୍ୟକ ବ୍ଲକ ଓ ଏନ୍ ଏ ସି ରେ ସଂଘକୁ ସୂଚାରୁ ରୂପେ ପରିଚାଳନା ନିମନ୍ତେ ପ୍ରତ୍ୟକ ବ୍ଲକରେ ବରିଷ୍ଠ କର୍ମକର୍ତ୍ତାଙ୍କୁ ଜଣେ ଜଣେ ଚୟନ କରାଯାଇଛି।

ରିପୋର୍ଟ:ମାଲକାନଗିରି ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

Leave a Reply

Your email address will not be published. Required fields are marked *