July 27, 2025
Home » ଉଦ୍ୟାନ କୃଷି ନିର୍ଦ୍ଦେଶକ ଙ୍କ ନୂତନ କାର୍ଯ୍ୟାଳୟ ଉଦଘାଟିତ

ଉଦ୍ୟାନ କୃଷି ନିର୍ଦ୍ଦେଶକ ଙ୍କ ନୂତନ କାର୍ଯ୍ୟାଳୟ ଉଦଘାଟିତ

0
WhatsApp Image 2025-07-22 at 1.43.15 PM

ଧର୍ମଗଡ ଠାରେ ସହକାରୀ ଉଦ୍ୟାନ କୃଷି ନିର୍ଦ୍ଦେଶକ ଙ୍କ ନୂତନ କାର୍ଯ୍ୟାଳୟ ଉଦଘାଟିତ ହୋଇଯାଇଛି। ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଷୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନୂତନ କାର୍ଯ୍ୟାଳୟର ଶୁଭ ଉଦ୍ଘାଟନ କରିଥିଲେ।

ଭାରପ୍ରାପ୍ତ ଉପଜିଲ୍ଲାପାଳ ଅଜୟ କୁମାର ତିର୍କୀ, କଳାହାଣ୍ଡି ଉଦ୍ୟାନ କୃଷି ଉପ ନିର୍ଦ୍ଦେଶକ ବିଷ୍ଣୁ ପ୍ରସାଦ ସିଂ,ଧର୍ମଗଡ ବ୍ଲକ ଅଧ୍ୟକ୍ଷା ବବିତା ପଟ୍ଟଯୋଷୀ, ଏନ ଏସି ଅଧ୍ୟକ୍ଷ ଅଶୋକ କୁମାର ମହାନ୍ତି, ସହକାରୀ ଉଦ୍ୟାନ କୃଷି ନିର୍ଦ୍ଦେଶକ ମଳୟ କୁମାର ସିଂ,ସହକାରୀ କୃଷି ଯନ୍ତ୍ରୀ ଉପ ନିର୍ଦ୍ଦେଶକ ମନୋଜ କୁମାର ହୋତା ପ୍ରମୁଖ ଉପସ୍ଥିତ ଥିଲେ।


ଏହି ଅବସରରେ”ମା ପାଇଁ ଗଛ ଟିଏ” ଅଭିଯାନର ଅନ୍ତର୍ଗତ ବୃକ୍ଷରୋପଣ କାର୍ଯ୍ୟକ୍ରମ ହୋଇଥଲା।

କଳାହାଣ୍ଡି ଇପିଏ ରୁ ବିଦ୍ୟାଧର ସାହୁ ଙ୍କ ରିପୋର୍ଟ
ଇପିଏ ନିଉଜ

Leave a Reply

Your email address will not be published. Required fields are marked *