ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ
ପୁରୀ ମହାନଗରନିଗମ ଟାଉନ୍ ହଲ୍ ରେ ଆୟୋଜିତ ରାଜ୍ୟସ୍ତରୀୟ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅବସରରେ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶିତ “ବିକାଶର ଧାରା, ଓଡିଶା ସାରା” ଦୁଇ ବର୍ଷରେ ଦୁଇ ଗୁଣା ବିକାଶ ପୁସ୍ତିକା ମାନ୍ୟବର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ କରକମଳରେ ଆନୁଷ୍ଠାନିକ ଭାବେ ଉନ୍ମୋଚିତ

