October 23, 2025
Home » ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର

ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର

0
WhatsApp Image 2025-09-01 at 6.18.01 PM

 

ନବରଙ୍ଗପୁର ପୌରପାଳିକା ସମ୍ମିଳନୀ ଗୃହରେ ତା ୦୧.୦୯.୨୦୨୫ ରିଖ ଆଜି ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ , ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୫୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୫୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।

ରିପୋର୍ଟ: ନବରଙ୍ଗପୁର ଜିଲ୍ଲା ଈପିଏରୁ ତିରୁମାଲା ପ୍ରସାଦ ପଟ୍ଟନାୟକ

Leave a Reply

Your email address will not be published. Required fields are marked *