July 1, 2025
Home » ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ପକ୍ଷରୁ ଦୁଇ ଦିନିଆ ତାଲିମ କର୍ମଶାଳା

ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ପକ୍ଷରୁ ଦୁଇ ଦିନିଆ ତାଲିମ କର୍ମଶାଳା

0
WhatsApp Image 2025-04-22 at 3.18.54 PM

ସୁବର୍ଣ୍ଣପୁର — ସୁବର୍ଣ୍ଣପୁର ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲା ର ସମସ୍ତ ବ୍ଳକ୍ ର ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଓ ପ୍ରକଳ୍ପ ପରିଦର୍ଶକ ମାନଙ୍କୁ ନେଇ ଅଦ୍ଵିକା ଯୋଜନା ସମ୍ବନ୍ଧ ରେ ଦୁଇ ଦିନିଆ ତାଲିମ କର୍ମଶାଳା ଉଦଘାଟନ ହୋଇଯାଇଛି l ସୋନପୁର ବ୍ଲକ ମିଶନ ଶକ୍ତି ଭବନ ଠାରେ ଅନୁଷ୍ଠିତ ଏହି ତାଲିମ କର୍ମଶାଳା କୁ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳୀନା ପଧାନ ଶୁଭ ଉଦଘାଟନ କରିଥିଲେ l ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଅନୁପମା ପଣ୍ଡା ଏହି ଯୋଜନା ଓ କର୍ମଶାଳା କୁ ସଫଳ କରିବାକୁ ସମସ୍ତ ପ୍ରଶିକ୍ଷକ , ସି ଡି ପି ଓ ଏବଂ ସୁପଭାଇଜର ମାନଙ୍କ ଉଦ୍ୟମ ଜରୁରୀ ଓ ଉଲ୍ଲେଖନୀୟ ଅବଦାନ ରହିଛି ବୋଲି ପରାମର୍ଶ ଦେଇଥିଲେ l ଏହି ତାଲିମ ଶିବିର ସଭା କାର୍ଯ୍ଯ କ୍ରମ କୁ ଜିଲ୍ଲା ସୁରକ୍ଷା ଅଧିକାରୀ ବାସନ୍ତୀ ଭୋଇ ସଂଯୋଜନା କରି ଧନ୍ୟବାଦ୍ ଅର୍ପଣ କରିଥିଲେ l ଜିଲ୍ଲା ର ସମସ୍ତ ବ୍ଲକ ର ସି ଡି ପି ଓ ଏବଂ ସୁପର ଭାଇଜର ମାନେ ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ l

ରିପୋର୍ଟ — ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର

Leave a Reply

Your email address will not be published. Required fields are marked *