June 24, 2026
Home » ଜିଲ୍ଲାସ୍ତରୀୟ ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ. କାର୍ଯ୍ୟକ୍ରମ ପ୍ରସ୍ତୁତି ବୈଠକ

ଜିଲ୍ଲାସ୍ତରୀୟ ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ. କାର୍ଯ୍ୟକ୍ରମ ପ୍ରସ୍ତୁତି ବୈଠକ

0
WhatsApp Image 2026-06-23 at 11.59.57 AM

 

ବରଗଡ଼: ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ପ୍ରକୋଷ୍ଠରେ ଜିଲ୍ଲାସ୍ତରୀୟ ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ. ର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଉକ୍ତ ବୈଠକ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲାଲଟ କୁମାର ଲୁହାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ।

ଜିଲ୍ଲା ଶିଳ୍ପ କେନ୍ଦ୍ର ତରଫରୁ ଶ୍ରୀ ଜ୍ଞାନେନ୍ଦ୍ର କୁମାର ବେହେରା, ସହକାରୀ ଶିଳ୍ପ ଅଧିକାରୀ, TPWODL ର ବିଭାଗୀୟ ଅଧିକାରୀ, ଅତିରିକ୍ତ ଅଗ୍ନିଶ୍ରମ ସେବା ଅଧିକାରୀ, କାର୍ଯ୍ୟ ନିର୍ବାହୀ ଅଧିକାରୀ, DMM-NULM ପ୍ରୋଗ୍ରାମ ମେନେଜର, ଅନ୍ନିଶ୍ରମ ସେବା, ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ, ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଓ ଅନ୍ୟାନ୍ୟ ଵିଭାଗୀୟ ଅଧିକାରୀମାନେ ବୈଠକରେ ଉପସ୍ଥିତ ଥିଲେ । ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ. କାର୍ଯ୍ୟକ୍ରମ ଉଦ୍ୟମୀ ଭାରତ ଏମ.ଏସ.ଏମ.ଇ. ଦିବସ ଉପଲ…

 ଇପିଏରୁ ବରଗଡ଼ ଜିଲ୍ଲା ପ୍ରତିନିଧି କ୍ଷମାନି ଧି ବଣ୍ଡୁକିଙ୍କ ରିପୋର୍ଟ.

Leave a Reply

Your email address will not be published. Required fields are marked *