August 21, 2026
Home » ପୂର୍ବତନ ସାଂସଦ ସୁଶ୍ରୀ ସୁଶିଳା ତିରିଆଙ୍କ ମରଶରୀରକୁ ପିସିସି ପକ୍ଷରୁ ଶ୍ରଦ୍ଧାଞ୍ଜଳି

ପୂର୍ବତନ ସାଂସଦ ସୁଶ୍ରୀ ସୁଶିଳା ତିରିଆଙ୍କ ମରଶରୀରକୁ ପିସିସି ପକ୍ଷରୁ ଶ୍ରଦ୍ଧାଞ୍ଜଳି

0
WhatsApp Image 2026-02-02 at 7.50.26 PM

ଭୁବନେଶ୍ୱର : ପୂର୍ବତନ ସାଂସଦ, ପୂର୍ବତନ ସିଡବ୍ଲୁସି ମେମ୍ବର ତଥା ବିଶିଷ୍ଟ ନାରୀନେତ୍ରୀ ମିସ୍ ସୁଶିଳା ତିରିଆ  ପରଲୋକ ଗମନ କରିଛନ୍ତି । ତାଙ୍କର ପାର୍ଥିବ ଶରୀର ଆଜି ଭୁବନେଶ୍ୱର କଂଗ୍ରେସ ଭବନ କାର୍ଯ୍ୟାଳୟ ଠାରେ ପହଞ୍ôଚବା ପରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ଦଳିୟ ପତାକା ପକାଇ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ପରେ ତାଙ୍କର ମରଶରୀର ବାରିପଦା ଅଭିମୁଖେ ଯାତ୍ରା କରିଥିଲା । ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ଜୟଦେବ ଜେନା, ଶରତ ପଟ୍ଟନାୟକ, ଶ୍ରୀକାନ୍ତ ଜେନା, ଅନନ୍ତ ପ୍ରସାଦ ସେଠୀ, ସନ୍ତୋସ ସିଂ ସାଲୁଜା, ସୁରେଶ କୁମାର ରାଉତରାୟ, ଲଲାଟେନ୍ଦୁ ମହାପାତ୍ର, ଅରବିନ୍ଦ ଦାସ, ନକୁଳ ନାୟକ, ନଗେନ୍ଦ୍ର ପ୍ରଧାନ, ଚିନ୍ମୟ ସୁନ୍ଦର ଦାସ, କୁମାର ଶ୍ରୀ ଚିରଞ୍ଜିବ, ରଜନୀ ମହାନ୍ତି, ସୁର୍ଦଶନ ଦାସ, ମିହିର ଆଚାର୍ଯ୍ୟ,ତରୁଣ ମିଶ୍ର, ପ୍ରଦୀପ ମହାପାତ୍ର, ଆଲୋକ ମହାନ୍ତି, ନଳିନୀ କାନ୍ତ ନାୟକ, ପ୍ରଭାସ କର ମହାପାତ୍ର, ଯୋଗୀନାଥ ବାହୁ ବଳେନ୍ଦ୍ର, ରଞ୍ଜିତା ହେମ୍ବ୍ରମ, ମନୋଜ ବିଶ୍ୱାଳ ଓ ମିନାକ୍ଷୀ ପ୍ରଧାନ ପ୍ରମୁଖ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

ଗଣମାଧ୍ୟମ ବିଭାଗ, ଓପିସିସିତକାଲି ରାତିରେ ପରଲୋକ ଗମନ କରିଛନ୍ତି । ତାଙ୍କର ପାର୍ଥିବ ଶରୀର ଆଜି ଭୁବନେଶ୍ୱର କଂଗ୍ରେସ ଭବନ କାର୍ଯ୍ୟାଳୟ ଠାରେ ପହଞ୍ôଚବା ପରେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ଦଳିୟ ପତାକା ପକାଇ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ପରେ ତାଙ୍କର ମରଶରୀର ବାରିପଦା ଅଭିମୁଖେ ଯାତ୍ରା କରିଥିଲା । ଆଜିର ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ଜୟଦେବ ଜେନା, ଶରତ ପଟ୍ଟନାୟକ, ଶ୍ରୀକାନ୍ତ ଜେନା, ଅନନ୍ତ ପ୍ରସାଦ ସେଠୀ, ସନ୍ତୋସ ସିଂ ସାଲୁଜା, ସୁରେଶ କୁମାର ରାଉତରାୟ, ଲଲାଟେନ୍ଦୁ ମହାପାତ୍ର, ଅରବିନ୍ଦ ଦାସ, ନକୁଳ ନାୟକ, ନଗେନ୍ଦ୍ର ପ୍ରଧାନ, ଚିନ୍ମୟ ସୁନ୍ଦର ଦାସ, କୁମାର ଶ୍ରୀ ଚିରଞ୍ଜିବ, ରଜନୀ ମହାନ୍ତି, ସୁର୍ଦଶନ ଦାସ, ମିହିର ଆଚାର୍ଯ୍ୟ,ତରୁଣ ମିଶ୍ର, ପ୍ରଦୀପ ମହାପାତ୍ର, ଆଲୋକ ମହାନ୍ତି, ନଳିନୀ କାନ୍ତ ନାୟକ, ପ୍ରଭାସ କର ମହାପାତ୍ର, ଯୋଗୀନାଥ ବାହୁ ବଳେନ୍ଦ୍ର, ରଞ୍ଜିତା ହେମ୍ବ୍ରମ, ମନୋଜ ବିଶ୍ୱାଳ ଓ ମିନାକ୍ଷୀ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *

You may have missed

ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଳାର ସମସ୍ତ ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଭୁବନେଶ୍ୱର-ତା.୨୦.୦୮.୨୦୨୬ ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ତା. ୧୨.୦୯.୨୦୨୬ ରିଖରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ଅନୁଷ୍ଠିତ ହେବ ବୋଲି ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ବିଚାରାଧିନ ମାମଲା ଯଥା-ଫୌଜଦାରୀ (ସାଲିସ୍‌ ଯୋଗ୍ୟ), ଚେକ୍‌ ବାଉନ୍ସ, ବ୍ୟାଙ୍କ ଋଣ, ଟ୍ରାଫିକ୍‌ ଚାଲାଣ, ରାଜସ୍ୱ, ଶ୍ରମ, ବୈବାହିକ (ଛାଡ଼ପତ୍ର ବ୍ୟତୀତ), ଜମି ଅଧିଗ୍ରହଣ, ମୋଟର ଦୁର୍ଘଟଣା, ଜମିଜମା ମୋକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ । କେବଳ ବିଚାରାଧିନ ମାମଲା ନୁହେଁ, ଅଦାଲତରେ ମାମଲା ଦାୟର ହୋଇ ନଥାଇ ମଧ୍ୟ ପ୍ରାକ୍‌ ମୋକଦ୍ଦମାସ୍ତରୀୟ ବିବାଦ ଯଥା-ବାଙ୍କ ଋଣ ଅନାଦେୟ, ଟେଲିଫୋନ୍‌, ବିଦ୍ୟୁତ, ପାନୀୟ ଜଳ ବିଲ୍‌ ଅନାଦେୟ ମାମଲା ଗୁଡିକର ମଧ୍ୟ ପ୍ରାଧିକରଣଙ୍କ କାର୍ଯ୍ୟାଳୟରେ ଆପୋଷ ସହମତି ଭିତ୍ତିରେ ସମାଧାନ ହୋଇପାରିବ । ଉକ୍ତ ମାମଲାର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ହିତାଧିକାରୀମାନଙ୍କୁ ଦେବାକୁ ପଡ଼ିବ ନାହିଁ ଏବଂ ଲୋକ ଅଦାଲତର ରାୟ ଚୂଡ଼ାନ୍ତ, ବୈଧ ତଥା ଅମଳଯୋଗ୍ୟ ଅଟେ । ଯଦି କୌଣସି ବିଚାରାଧିନ ମାମଲାର ସମାଧାନ ଲୋକ ଅଦାଲତରେ ହୋଇଥାଏ ତେବେ ଆଗରୁ ପୈଠ ହୋଇଥିବା କୋର୍ଟ ଫି ଫେରସ୍ତ ହୋଇପାରିବ । ଏଣୁ ଦୀର୍ଘ ଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ଓ ସରଳ ସମାଧାନ ପାଇଁ ଓ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ ଓ ସବିଶେଷ ବିବରଣୀୟ ପାଇଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଭୁବନେଶ୍ୱର କିମ୍ବା ନିକଟସ୍ଥ ଅଦାଲତ ପରିସରରେ ଥିବା ଆଇନ ସେବା କମିଟି/ ଅଦାଲତଙ୍କ ସହ ଯୋଗାଯୋଗ କରିବାକୁ ପ୍ରାଧିକରଣଙ୍କ ପକ୍ଷରୁ ଅନୁରୋଧ କରାଯାଇଛି ।