February 26, 2026
Home » ଭୁବନେଶ୍ବର ମହାନଗର ନିଗମ ପାଇଁ ୧୦୫୦ କୋଟି ଟଙ୍କାର ବଜେଟ୍‌

ଭୁବନେଶ୍ବର ମହାନଗର ନିଗମ ପାଇଁ ୧୦୫୦ କୋଟି ଟଙ୍କାର ବଜେଟ୍‌

0
WhatsApp Image 2026-02-26 at 3.53.20 PM

 

ବିଏମ୍‌ସିର ସ୍ୱତନ୍ତ୍ର ବଜେଟ୍ ଅଧିବେଶନ ୨୦୨୬-୨୭ ପାଇଁ ଆଜି ମୁଖ୍ୟାଳୟସ୍ଥିତ ଏକାମ୍ର ହଲରେ ଅନୁଷ୍ଠିତ ହୋଇଯାଇଛି।୨୦୨୬-୨୭ ଆର୍ଥିକ ବର୍ଷ ନିମନ୍ତେ ୧୦୫୦ କୋଟି ଟଙ୍କାର ବଜେଟ୍‌ ଉପସ୍ଥାପନ ବିଏମ୍‌ସି ମୁଖ୍ୟତଃ କେନ୍ଦ୍ରୀୟ ଅନୁଦାନ ଓ ରାଜ୍ୟ ସରକାରଙ୍କ ଅନୁଦାନ ଉପରେ ନିର୍ଭର କରେ। ପୂର୍ବରୁ ଏଥିପାଇଁ କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କର କୌଣସି ସର୍ତ୍ତ ନଥିଲା। ମାତ୍ର ଏବେ ସରାକର ଅନୁଦାନ ପାଇଁ ବାର୍ଷିକ ଶତକଡା ୧୨.୬୫ ପ୍ରତିଶତ ଆୟ ବୃଦ୍ଧି ପାଇଁ ସର୍ତ୍ତ ରଖିଛନ୍ତି। ତେଣୁ ବିଏମ୍‌ସିକୁ ସରକାରୀ ଅନୁଦାନ ପାଇଁ ଚଳିତ ଆର୍ଥିକ ବର୍ଷ ନିଜସ୍ୱ ଆୟ ବୃଦ୍ଧି କରିବାକୁ ପଡିବଏହି ବଜେଟ ୨୦୨୬-୨୭ ଆର୍ଥିକ ବର୍ଷରେ ବିଏମ୍ ସିର ନିଜସ୍ୱ ଆୟ ୩୦୦ କୋଟି ଟଙ୍କା ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବା ବେଳେ ସରକାରୀ ଅନୁଦାନରୁ ୭୫୦କୋଟି ଟଙ୍କା ମିଳିବାର ଆକଳନ କରାଯାଇଛି।

Leave a Reply

Your email address will not be published. Required fields are marked *